ଗୀତା ପଟ୍ଟନାୟକଙ୍କ ପରଲୋକ
କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ,
କଟକର ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ!
ଭଜନ, ଜଣାଣ, ଛାନ୍ଦ, ଚମ୍ପୁ, ଆଧୁନିକ ଗୀତ ପାଇଁ ବେଶ୍ ପରିଚିତ*
ଶ୍ରେଷ୍ଠ ପ୍ରଚ୍ଛଦପଟ୍ଟ ଗାୟିକା ଭାବେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପାଇଥିଲେ
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
إرسال تعليق