ଲାଗୁ ହେବ ନୂଆ ଅବକାରୀ ଆଇନ: ମନ୍ତ୍ରୀ
ରାଜ୍ୟରେ ଖୁବ୍ଶୀଘ୍ର ଲାଗୁ ହେବ ନୂଆ ଅବକାରୀ ଆଇନ,
ପ୍ରକ୍ରିୟା ଶେଷ ହେବା ପରେ ଅବକାରୀ ଆଇନ ଅନୁପାଳନ କରାଯିବ,
ଏନେଇ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସୂଚନା-
ଅବକାରୀ ବିଭାଗ ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଜୋରଦାର ହେବ'
ଅବୈଧ ନିଶା କାରବାର ରୋକିବା ପାଇଁ ପଦକ୍ଷେପ ନିଆଯିବ'
ରେଡ୍ ବେଳେ ଏନଫୋର୍ସମେଣ୍ଟ ଟିମ୍ ବଡି କ୍ୟାମେରା ପିନ୍ଧିବେ'
ଏହାଦ୍ୱାରା କୋର୍ଟରେ ଭିଡିଓ ପ୍ରମାଣ ଦେଇପାରିବେ ତଦନ୍ତକାରୀ ଅଫିସର୍'
ପ୍ରମାଣ ଅଭାବରୁ ଆଉ ଖସି ପାରିବେନି ଅଭିଯୁକ୍ତ: ଅବକାରୀ ମନ୍ତ୍ରୀ
ଅବକାରୀ କର୍ମଚାରୀ ଓ ଅଫିସରଙ୍କୁ ସଶସ୍ତ୍ର ବାହିନୀ କରିବାକୁ ପ୍ରକ୍ରିୟା ଚାଲିଛି'
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


Post a Comment