,*ବ୍ରହ୍ମପୁର. *ଦାଦା ବଟି ନ ଦେବାରୁ ଠିକାଦାରଙ୍କୁ ଆକ୍ରମଣ*
*ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ବୈକୁଣ୍ଠନଗର ଠାରେ ଶୁଭେନ୍ଦୁ ଶେଖର ସାହୁ ଓରଫ ସିଲୁ ନାମକ ଜଣେ ଠିକାଦାରଙ୍କୁ ଆକ୍ରମଣ ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ଦାଦା ବଟି ନ ଦେବାରୁ ତାଙ୍କୁ ଆକ୍ରମଣ ହୋଇଥିବା ଜଣାପଡିଛି ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
إرسال تعليق