ପ୍ରଥମ ଇଚ୍ଛା ମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି#
-ଦେଶରେ ପ୍ରଥମ ଇଚ୍ଛା ମୃତ୍ୟୁକୁ ଅନୁମତି ପ୍ରଦାନ କଲେ ସୁପ୍ରିମକୋର୍ଟ,
-୩୧ ବର୍ଷୀୟ ହରିଶ ରାଣାଙ୍କ ଇଚ୍ଛାମୃତ୍ୟୁକୁ ଅନୁମତି ଦେଲେ ସର୍ବୋଚ୍ଚ କୋର୍ଟ,
-ପରିବାର ଲୋକଙ୍କ ଅନୁରୋଧ କ୍ରମେ ଲାଇଫ୍ ସପୋର୍ଟ ହଟାଇବାକୁ ଅନୁମତି,
-ଏଥିସହ ନିଷ୍କ୍ରିୟ ଇଚ୍ଛାମୃତ୍ୟୁ ଆଇନ ଆଣିବାକୁ କେନ୍ଦ୍ରକୁ ଦେଲେ ନିର୍ଦ୍ଦେଶ,
-ଦୀର୍ଘ ୧୩ ବର୍ଷ ହେଲା କୋମାରେ ପଡ଼ି ଚିକିତ୍ସିତ ହେଉଛନ୍ତି ହରିଶ୍,
-ପଞ୍ଜାବ ବିଶ୍ୱବିଦ୍ୟାଳୟର ଛାତ୍ର ଥିଲେ ହରିଶ ରାଣା,
-୨୦୧୩ରେ ଚତୁର୍ଥ ମହଲାରୁ ପଡ଼ି ଗୁରୁତର ଆହତ ହୋଇଥିଲେ ହରିଶ*
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


Post a Comment