BREAKING
Loading...
:

ବିଜେଡି ଛାଡ଼ିଲେ ରବୀନ୍ଦ୍ର ଜେନା*

 



*ବିଜେଡି ଛାଡ଼ିଲେ ରବୀନ୍ଦ୍ର ଜେନା*

-ବିଜେଡି ଛାଡ଼ିଲେ ବାଲେଶ୍ୱର ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା

-ଦଳର ପ୍ରାଥମିକ ସଦସ୍ୟତା ପଦରୁ ଦେଲେ ଇସ୍ତଫା

-ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଲେ ଇସ୍ତଫାପତ୍ର

-ବ୍ୟକ୍ତିଗତ କାରଣ ଓ ପରିସ୍ଥିତି ନିମନ୍ତେ ଦଳରୁ ଅଲଗା ହୋଇଥିବା ଦର୍ଶାଇଛନ୍ତି

-ଦଳ ସହିତ ଦୀର୍ଘ ଦିନର ଯାତ୍ରା ସ୍ମରଣୀୟ ହୋଇ ରହିବ କହିଲେ

-ଦଳର ସମସ୍ତ ଦାୟିତ୍ୱରୁ ତୁରନ୍ତ ଅବ୍ୟାହତି ପ୍ରଦାନ କରିବାକୁ ଚିଠିରେ ଉଲ୍ଲେଖ

- ବାଲେଶ୍ୱର ବିଜେଡିର ପୂର୍ବତନ ଜିଲ୍ଲା ସଭାପତି ଥିଲେ ରବୀନ୍ଦ୍ର ଜେନା



ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS