ଆସିଲା ନୂଆ ଅବକାରୀ ନୀତି ୨୦୨୬-୨୯
ଆସନ୍ତା 3 ବର୍ଷ ପର୍ଯ୍ୟନ୍ତ ରାଜ୍ୟରେ ନୂତନ OFF,CL ଦୋକାନ ଖୋଲିବାକୁ ମିଳିବନି ଅନୁମତି,
ତ୍ରୈବାର୍ଷିକ ଅବକାରୀ ନୀତି ଘୋଷଣା କଲେ ରାଜ୍ୟ ସରକାର,
ଅବକାରୀ ଶୁଳ୍କ ଉପରେ ୦.୫% ଡି-ଆଡିକ୍ସନ ସେସ୍ ପ୍ରବର୍ତ୍ତନ,
ନୂଆ ଅବକାରୀ ନୀତିରେ ମଦକୁ କ୍ଷତିକାରକ ପଦାର୍ଥ ଭାବେ ସ୍ୱୀକାର,
ବିଭିନ୍ନ ଅବକାରୀ ଲାଇସେନ୍ସ ପାଇଁ ଆବେଦନ ଶୁଳ୍କ ୧୦% ବଢ଼ାଯିବ,
ଲାଇସେନ୍ସ ଶୁଳ୍କ ପ୍ରତିବର୍ଷ ୧୦ରୁ ୨୦% ପର୍ଯ୍ୟନ୍ତ ବୃଦ୍ଧି ପାଇବ,
IMFL ଓ ଦେଶୀ ମଦ ଉପରେ ଅବକାରୀ ଶୁଳ୍କ ବୃଦ୍ଧି,
ଗ୍ରାମାଞ୍ଚଳରେ ନୂଆ ମଦ ଦୋକାନ ଖୋଲିବାକୁ ମିଳିବନି ଅନୁମତି,
ଶ୍ରୀମନ୍ଦିର ଓ ବଡ଼ଦାଣ୍ଡ ପାଖରେ କୌଣସି ଅବକାରୀ ଦୋକାନ ଚାଲୁ ହେବନି,
ସମସ୍ତ ଉତ୍ପାଦନ ୟୁନିଟ୍ ଓ ଖୁଚୁରା ଦୋକାନ CCTV ନିରୀକ୍ଷଣରେ ରହିବ#
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


إرسال تعليق