ଅବକାରୀ ବିଭାଗର ନୂତନ_ଗାଇଡଲାଇନ*
ଅବକାରୀ ବିଭାଗର ନୂଆ ଗାଇଡଲାଇନ; ଟେଟ୍ରା ପ୍ୟାକରେ ମିଳିବ ମଦ,
ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର
୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ,
ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ ନାହିଁ,
ରାଜ୍ୟର ଅନ୍ୟାନ୍ୟ ବେଳାଭୂମିରେ OTDCକୁ ବିକ୍ରି ପାଇଁ ଅନୁମତି,
ବିଭିନ୍ନ ଇକୋ ରିଟ୍ରିଟରେ ମଧ୍ୟ ମଦ କୁଡ଼ିଆ ଖୋଲାଯାଇ ମଦ ବିକ୍ରି ହେବ*
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


إرسال تعليق