BREAKING
Loading...
:

ଇରାନ ଆମେରିକା ଯୁଦ୍ଧ ବିରତି

 



ଇରାନ ଆମେରିକା ଯୁଦ୍ଧ ବିରତି#

ଇରାନଆମେରିକା ମଧ୍ୟରେ ଯୁଦ୍ଧବିରତି ନେଇ ଟ୍ରମ୍ପଙ୍କ ଘୋଷଣା*

୨ ସପ୍ତାହ ପାଇଁ ଯୁଦ୍ଧ ବିରତି ଘୋଷଣା କଲେ ଆମେରିକା ରାଷ୍ଟ୍ରପତି,

ହର୍ମୁଜ ପ୍ରଣାଳୀକୁ ଖୋଲିବାକୁ ଇରାନ ରାଜି ହେବା ପରେ ଯୁଦ୍ଧବିରତି,

ଇରାନର ୧୦ ସୂତ୍ରୀ ପ୍ରସ୍ତାବ ଉପରେ ଆଲୋଚନା କରାଯିବ-ଟ୍ରମ୍ପ,

ପାକିସ୍ତାନ ପ୍ରଧାନମନ୍ତ୍ରୀ ଓ ସେନାମୁଖ୍ୟଙ୍କ ଅନୁରୋଧ ପରେ ଯୁଦ୍ଧ ଟଳିଲା!

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS