BREAKING
Loading...
:

ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ଖଇରମାଲ -ମାନପଦର ନୂତନ ରାସ୍ତାର ଭିତ୍ତି ପ୍ରସ୍ତର ସ୍ଥାପନ

 ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ଖଇରମାଲ -ମାନପଦର ନୂତନ ରାସ୍ତାର ଭିତ୍ତି ପ୍ରସ୍ତର ସ୍ଥାପନ



 ବୌଦ୍ଧ:ବୌଦ୍ଧ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ କଣ୍ଟାମାଳ ବ୍ଲକ ଲମ୍ବସରୀ ପଂଚାୟତ ଅନ୍ତର୍ଗତ ଖଇରମାଲ -ମାନପଦର ନୂତନ ରାସ୍ତାର ଭିତ୍ତି ପ୍ରସ୍ତର ସ୍ଥାପନ ସମାରୋହ ଖୁବ୍ ଆଦମ୍ବର୍ରେ ଅନୁଷ୍ଠିତ ହୋଇ ଯାଇଛି | ଏହି ଭିତ୍ତି ପ୍ରସ୍ତର ସ୍ଥାପନ ସମାରୋହରେ କଣ୍ଟାମାଳ ବିଧାୟକ କହ୍ନେଇ ଚରଣ ଡାଙ୍ଗ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ, ସମ୍ମାନିତ ଅତିଥି ଭାବରେ ଜିଲ୍ଲା ପରିଷଦ ସଭ୍ୟା ଶ୍ରୀମତୀ ପଦ୍ମାଳୟା ପ୍ରଧାନ, ଗ୍ରାମ୍ୟ ଉନ୍ନୟନ ବିଭାଗ ର ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ ଶାଗୁ ନାଏକ, କନିଷ୍ଠ ଯନ୍ତ୍ରୀ ଇଂଶ୍ୟାମ ସୁନ୍ଦର ହେମ୍ବ୍ରମଙ୍କ ସମେତ ସ୍ଥାନୀୟ ଜନ ପ୍ରତିନିଧି ଙ୍କ ସହ ବହୁ ସଂଖ୍ୟାରେ ସ୍ଥାନୀୟ ଜନସାଧାରଣ ଯୋଗ ଦେଇଥିଲେ |


ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS