BREAKING
Loading...
:

ପ୍ରଭାତ ବିଶ୍ବାଳ ମାମଲା: #CBIକୁ ଜବାବ ତଲବ

 



*ପ୍ରଭାତ ବିଶ୍ବାଳ ମାମଲା: #CBIକୁ ଜବାବ ତଲବ*

ସିସୋର ଚିଟ୍‌ଫଣ୍ଡ ଠକେଇ ମାମଲାରେ ସିବିଆଇକୁ ଜବାବ ତଲବ,

ମାମଲା ରଦ୍ଦ ପାଇଁ ପ୍ରଭାତ ବିଶ୍ୱାଳଙ୍କ ଆବେଦନ ଉପରେ ଜବାବ ତଲବ,

ସିବିଆଇକୁ ଜବାବ ତଲବ କଲେ ହାଇକୋର୍ଟ-

ପୂର୍ବରୁ ବର୍ଷକରେ ମାମଲାର ବିଚାର ସାରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ,

୨ ବର୍ଷ ବିତି ଯାଇଥିଲେ ଵି ନିମ୍ନ ଅଦାଲତରେ ମାମଲାର ଶୁଣାଣି ଅସମାପ୍ତ,

ଏହି ଆଧାରରେ ମାମଲା ରଦ୍ଦ କରିବାକୁ ଆବେଦନ କରିଥିଲେ ପ୍ରଭାତ ବିଶ୍ୱାଳ*

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS