BREAKING
Loading...
:

ମେ' ୨୦ରେ ବାହାରିବ ଯୁକ୍ତ ଦୁଇ ପରୀକ୍ଷା ଫଳ

 ମେ' ୨୦ରେ ବାହାରିବ ଯୁକ୍ତ ଦୁଇ ପରୀକ୍ଷା ଫଳ



ସାରା ରାଜ୍ୟର ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ଏକ ବଡ଼ ଖବର। ଆସନ୍ତା ୨୦ ତାରିଖରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ପକ୍ଷରୁ ଚଳିତ ବର୍ଷର ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବାକୁ ଯାଉଛି। ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଏହି ଖବର ସାମ୍ନାକୁ ଆସିବା ପରେ ଦୀର୍ଘ ଦିନ ଧରି ନିଜ ରେଜଲ୍ଟକୁ ଅପେକ୍ଷା କରିଥିବା ଛାତ୍ରଛାତ୍ରୀ ଏବଂ ଅଭିଭାବକମାନଙ୍କ ମଧ୍ୟରେ ଉତ୍ସାହ ଓ ଉତ୍କଣ୍ଠା ଦ୍ୱିଗୁଣିତ ହୋଇଯାଇଛି।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS