BREAKING
Loading...
:

ଶ୍ରେଷ୍ଠ ବିଧାୟକ ଚୟନ କମିଟି ଗଠନ

 



ଶ୍ରେଷ୍ଠ ବିଧାୟକ ଚୟନ କମିଟି ଗଠନ#

ଓଡ଼ିଶା ବିଧାନସଭାର ଶ୍ରେଷ୍ଠ ବିଧାୟକଙ୍କ ଚୟନ ପାଇଁ କମିଟି ଗଠନ#

ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ୬ ଜଣ ସଦସ୍ୟଙ୍କୁ ନେଇ କମିଟି ଗଠନ*

ବାଚସ୍ପତି ସୁରମା ପାଢ଼ୀ ହେଲେ ଶ୍ରେଷ୍ଠ ବିଧାୟକ ଚୟନ କମିଟି ଅଧକ୍ଷ-

ଉପ ବାଚସ୍ପତି ଭବାନୀ ଶଙ୍କର ଭୋଇ, ବିଧାୟକ ଜୟନାରାୟଣ ମିଶ୍ର ସଦସ୍ୟ,

ବିଧାୟକ ଭାସ୍କର ମଢେଇ, ପୂର୍ବତନ ବିଧାୟକ ଅରବିନ୍ଦ ଢାଲି ସଦସ୍ୟ,

ଅମର ପ୍ରସାଦ ଶତପଥୀ ଓ ବରିଷ୍ଠ ସାମ୍ବାଦିକ ରାଜାରାମ ଶତପଥୀ ସଦସ୍ୟ,

ବିଧାନସଭାର ଶ୍ରେଷ୍ଠ ବିଧାୟକ ପୁରସ୍କାର ପାଇଁ ମନୋନୀତ କରିବ କମିଟି*


ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS