*ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ରହିବ କାଳବୈଶାଖୀ ପ୍ରଭାବ। ୭ରୁ ୧୦ ତାରିଖ ପର୍ଯ୍ୟନ୍ତ ପ୍ରଭାବ ତୀବ୍ର ରହିବ। ଏନେଇ ରାଜ୍ୟକୁ ବର୍ଷା ଓ ଘଡ଼ଘଡ଼ି ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ଗଜପତି, ରାୟଗଡ଼ା, ମୟୂରଭଞ୍ଜ ଏବଂ ବାଲେଶ୍ବର ଜିଲ୍ଲାରେ ପବନ ସହ ଘଡ଼ଘଡ଼ି ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ବାକି ସବୁ ଜିଲ୍ଲାକୁ ବର୍ଷା ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


Post a Comment