BREAKING
Loading...
:

ଡିଜିପିଙ୍କ ଚେତାବନୀ : ପେସାଦାର ଅପରାଧୀଙ୍କୁ ଏଥର ଏନକାଉଣ୍ଟର !*

 *ଡିଜିପିଙ୍କ ଚେତାବନୀ : ପେସାଦାର ଅପରାଧୀଙ୍କୁ ଏଥର ଏନକାଉଣ୍ଟର !*



*ରାଜ୍ୟର ଆଇଶୃଙ୍ଖଳା ପରିସ୍ଥିତି ନେଇ ପୋଲିସ ଡିଜିଙ୍କ କଡ଼ା ଚେତାବନୀ । ଅପରାଧୀଙ୍କ ପାଇଁ ଓଡ଼ିଶାରେ ସ୍ଥାନ ନାହିଁ । ଅପରାଧ ଘଟାଇବା ପାଇଁ ଯେଉଁମାନେ ଚିନ୍ତା କରୁଛନ୍ତି ବ୍ରହ୍ମପୁର ଓ ସମ୍ବଲପୁର ଭଳି ଏନକାଉଣ୍ଟର ପାଇଁ ପ୍ରସ୍ତୁତ ରୁହନ୍ତୁ । ଆଇନଶୃଙ୍ଖଳା ସ୍ଥିତିରେ ଉନ୍ନତି ଆଣିବା ପାଇଁ ରାଜ୍ୟର ସବୁ ଏସ ପି ଓ ପୁଲିସ ଅଧିକାରୀ ଉଦ୍ୟମ ଜାରି ରଖିଛନ୍ତି। ଆଗକୁ ଏହି ସ୍ପେଶାଲ ଡ୍ରାଇଭ ବଳବତ୍ତର ରହିବ ବୋଲି ଚେତାବନୀ ଦେଇଛନ୍ତି ଡିଜିପି।*

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS