BREAKING
Loading...
:

ରାଜଧାନୀ ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ#

 



ରାଜଧାନୀ ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ#

ଥିରୁଅନନ୍ତପୁରମ-ହଜରତ ନିଜାମୁଦ୍ଦିନ ରାଜଧାନୀ ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ

ମଧ୍ୟପ୍ରଦେଶ ରତଲାମ ଷ୍ଟେସନ ନିକଟରେ ଚଳନ୍ତା ଟ୍ରେନ୍‌ରେ ଅଗ୍ନିକାଣ୍ଡ,

ହଥାତ୍ କିଛ୍ହିସମୟରେ B-1 କୋଚ୍‌ରେ ଲାଗିଲା ନିଆଁ,

କୋଚ୍‌ରେ ୬୮ ଯାତ୍ରୀ ଥିଲେ, ସମସ୍ତେ ସୁରକ୍ଷିତ ଉଦ୍ଧାର,

ଅଗ୍ନିକାଣ୍ଡ ଯୋଗୁଁ ଦିଲ୍ଲୀ-ମୁମ୍ବାଇ ରୁଟ୍‌ରେ ଟ୍ରେନ୍ ଚଳାଚଳ ପ୍ରଭାବିତ*

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS