ରାଜଧାନୀ ଏକ୍ସପ୍ରେସ୍ରେ ଅଗ୍ନିକାଣ୍ଡ#
ଥିରୁଅନନ୍ତପୁରମ-ହଜରତ ନିଜାମୁଦ୍ଦିନ ରାଜଧାନୀ ଏକ୍ସପ୍ରେସ୍ରେ ଅଗ୍ନିକାଣ୍ଡ
ମଧ୍ୟପ୍ରଦେଶ ରତଲାମ ଷ୍ଟେସନ ନିକଟରେ ଚଳନ୍ତା ଟ୍ରେନ୍ରେ ଅଗ୍ନିକାଣ୍ଡ,
ହଥାତ୍ କିଛ୍ହିସମୟରେ B-1 କୋଚ୍ରେ ଲାଗିଲା ନିଆଁ,
କୋଚ୍ରେ ୬୮ ଯାତ୍ରୀ ଥିଲେ, ସମସ୍ତେ ସୁରକ୍ଷିତ ଉଦ୍ଧାର,
ଅଗ୍ନିକାଣ୍ଡ ଯୋଗୁଁ ଦିଲ୍ଲୀ-ମୁମ୍ବାଇ ରୁଟ୍ରେ ଟ୍ରେନ୍ ଚଳାଚଳ ପ୍ରଭାବିତ*
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


إرسال تعليق