ଖରା ଛୁଟି ପୂର୍ବରୁ ସ୍କୁଲ ପିଲାଙ୍କ ପାଖରେ ପହଞ୍ଚିବ ବହି#
ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନ୍ଦ ଗଣ୍ଡଙ୍କ ସୂଚନା*
'୯୦% ବହି ଛପା ସାରିଲାଣି; ପିଲାଙ୍କ ପାଖରେ ପହଞ୍ଚୁଛି'
'ବାକି ୧୦% ବହି ଖରା ଛୁଟି ପୂର୍ବରୁ ପିଲାଙ୍କ ପାଖରେ ପହଞ୍ଚିବ'
ପ୍ରିଣ୍ଟିଂ ସମସ୍ୟା ପାଇଁ ବହି ଛପା ବିଳମ୍ବ ହୋଇଥିବା କଥାକୁ ମନ୍ତ୍ରୀଙ୍କ ସ୍ୱୀକାର#
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


إرسال تعليق