ଷ୍ଟାଣ୍ଡିଙ୍ଗ କମିଟି ଗଠନ କଲେ ବାଚସ୍ପତି ।
ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି ଓ ପିଏସି କମିଟି ଗଠନ ଗଲେ ବାଚସ୍ପତି ।
୩୫ରୁ ଅଧିକ ପିଏସି କମିଟି ଓ ୧୦ଟି ଷ୍ଟାଣ୍ଡିଂ କମିଟି ଗଠନ ।
ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ପିଏସି କମିଟି ଅଧ୍ୟକ୍ଷ ।
ଜୟନାରାୟଣ ମିଶ୍ର ହେଲେ ପ୍ରିଭିଲେଜ କମିଟିର ଅଧ୍ୟକ୍ଷ ।
ଆକାଶ ଦାସ ନାୟକଙ୍କ ଲାଇବ୍ରେରୀ କମିଟିରେ ୧୧ ନିଲମ୍ବିତଙ୍କୁ ସ୍ଥାନ ମିଳିଲା ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


إرسال تعليق