BREAKING
Loading...
:

ପୁଣି ବଢିଲା ବସ୍‌ ଭଡ଼ା

 ପୁଣି ବଢିଲା ବସ୍‌ ଭଡ଼ା 



ପୁଣି ବଢିଲା ବସ୍‌ ଭଡ଼ା। ବସ୍‌ ଭଡ଼ା ବଢାଇଲେ ରାଜ୍ୟ ସରକାର। ଅର୍ଡିନାରୀ ଓ ଏକ୍ସପ୍ରେସ ବସ୍‌ ଭଡ଼ା କିମି ପିଛା ୨ ପଇସା ବୃଦ୍ଧି ହୋଇଛି। ତେବେ ଅର୍ଡିନାରୀ ବସ୍‌ ଭଡ଼ା କିମି ପିଛା ୯୦ ପଇସାରୁ ୯୨ ପଇସାକୁ ବୃଦ୍ଧି ହୋଇଥିବାବେଳେ ଏକ୍ସପ୍ରେସ ବସ୍‌ ଭଡ଼ା କିମି ପିଛା ୯୪ ପଇସାରୁ ୯୬ ପଇସା ଏବଂ ଡିଲକ୍ସ ଭଡ଼ା ୧୩୧ ପଇସାରୁ ୧୩୫ ପଇସାକୁ ବୃଦ୍ଧି ହୋଇଛି।


ଏସି ଡିଲକ୍ସ ଭଡ଼ା ୧୫୯ ପଇସାରୁ ୧୬୩ ପଇସା, ସୁପର ଡିଲକ୍ସ ଭଡ଼ା ୨୪୭ ପଇସାରୁ ୨୫୩ ପଇସାକୁ ବୃଦ୍ଧି ପାଇଛି। ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବସ୍‌ ଭଡ଼ା ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS