BREAKING
Loading...
:

୧୯ରେ ରାଷ୍ଟ୍ରପତି,୨୦ରେ ଆସିବେ ପ୍ରଧାନମନ୍ତ୍ରୀ#

 




୧୯ରେ ରାଷ୍ଟ୍ରପତି,୨୦ରେ ଆସିବେ ପ୍ରଧାନମନ୍ତ୍ରୀ#

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ#

ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସୂଚନା ଦେଲେ ସାଂସଦ ନବଚରଣ ମାଝୀ,

୧୯ ତାରିଖରେ ରାଇରଙ୍ଗପୁର ଆସିପାରନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ,

୨୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଇରଙ୍ଗପୁର ଆସିବା ନେଇ ସୂଚନା,

ଓଡ଼ିଶା ଗସ୍ତ ନେଇ ରାଷ୍ଟ୍ରପତି ଭବନରୁ ଖବର ଆସିଥିବା ସାଂସଦଙ୍କ ସୂଚନା,

ନବନିର୍ମିତ ଷ୍ଟାଡିୟମ୍ ଉଦଘାଟନ କାର୍ଯ୍ୟକ୍ରମରେ ସାମିଲ ହେବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ#


ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS