ଧାମ ଶବ୍ଦ ହଟିବ- ଶୁଭେନ୍ଦୁ
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା,#
ଦୀଘା ଜଗନ୍ନାଥ ଧାମରୁ ହଟିବ 'ଧାମ' ଶବ୍ଦ,
ଦୀଘା ଜଗନ୍ନାଥ ଧାମ ବଦଳରେ ହେବ ଦୀଘା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର*
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଚିଠି ପରେ ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା,
-ପୂର୍ବ ସରକାର ଧାମ ଶବ୍ଦ ଯୋଡ଼ିଥିଲେ, ଏହା ସନାତନ ଧର୍ମ ବିରୋଧୀ ଥିଲା,
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଚିଠି ପାଇଛି, ତୁରନ୍ତ 'ଧାମ' ଶବ୍ଦ ହଟିବ,
ଏଥିପାଇଁ ପୁରୀ ସାଂସଦ ସମ୍ବିତ ପାତ୍ରଙ୍କୁ ମଧ୍ୟ ପଠାଇଛନ୍ତି,
ଏଥିପାଇଁ କ୍ୟାବିନେଟ୍ରେ ପ୍ରସ୍ତାବ ପାରିତ କରାଯିବ- ଶୁଭେନ୍ଦୁ ଅଧିକାରୀ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


إرسال تعليق