୨୦ଲକ୍ଷ ଭୋଟରଙ୍କ ନାଁ କଟିଲା ।
ରାଜ୍ୟରେ SIR ପ୍ରକ୍ରିୟାରେ କଟିଲା ୨୦ ଲକ୍ଷ ୧୪ ହଜାର ଭୋଟରଙ୍କ ନାଁ ।
ସୂଚନା ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍.ଏସ୍ ଗୋପାଳନ ।
ରାଜ୍ୟରେ ବର୍ତ୍ତମାନ ରହିଛନ୍ତି ୩ କୋଟି ୧୩ ଲକ୍ଷ ଭୋଟର ।
ଅଯୋଗ୍ୟ ବ୍ୟକ୍ତିଙ୍କୁ ଚିଠା ତାଲିକାରୁ ବାଦ ଦେବା ପ୍ରାଥମିକତା: ସିଇଓ ।
ଭୁଲରେ କାହାର ନାଁ କଟିଥିଲେ ଏନେଇ ଆବେଦନ କରିପାରିବେ ।
BLOଙ୍କୁ କଲ୍ କରି ଅଥବା ୱେବସାଇଟରେ ନାଁ ଅଛି କି ନାହିଁ ଚେକ୍ କରିହେବ ।
ନାଁ ନଥିଲେ ଫର୍ମ-୬ର ଆନେକ୍ସର-୪ ଅନୁଯାୟୀ ଆବେଦନ କରିହେବ ।
୧୮ ବର୍ଷରୁ ଊର୍ଦ୍ଧ୍ବ ସମସ୍ତେ ଆବେଦନ କରି ପାରିବା ନେଇ ସୂଚନା ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


إرسال تعليق