BREAKING
Loading...
:

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବିଗୁଲ୍‌

 



ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବିଗୁଲ୍‌ ।

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍‌ ।

ଉଚ୍ଚସ୍ତରୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ ।

ଆସନ୍ତା ୨୧ ତାରିଖରେ OSWAN ପ୍ଲାଟଫର୍ମରେ ବୈଠକ ।

VCରେ ସାମିଲ ହେବା ପାଇଁ ସବୁ ଜିଲ୍ଲାପାଳଙ୍କୁ ଚିଠି ।

ଡୋର୍‌ ଟୁ ଡୋର୍‌ (D2D) ସର୍ଭେ ଉପରେ ହେବ ସମୀକ୍ଷା ।

DC ବିଲ୍‌ ଓ ୟୁଟିଲାଇଜେସନ ସାର୍ଟିଫିକେଟ୍‌ ଉପରେ ବି ହେବ ଆଲୋଚନା ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS