ଗୁଣ୍ଡିଚା ଭଳି ବର୍ଷାରେ ଭିଜିବ ବାହୁଡ଼ା, ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ
ଗୁଣ୍ଡିଚା ଭଳି ଏଥର ବର୍ଷାରେ ଭିଜିବ ବାହୁଡ଼ା । ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ। ଆସନ୍ତା ୨୪ରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଏପଟେ ରାଜ୍ୟରେ ଜାରି ରହିଛି ମୌସୁମି ଜନିତ ବର୍ଷା । ଆଗାମୀ ୨୪ ଘଣ୍ଟା ପାଇଁ ଅତିପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


إرسال تعليق