BREAKING
Loading...
:

୬ ଜିଲ୍ଲାର ୪୪ ବ୍ଲକ ପ୍ରଭାବିତ :୪ମୃତ

 



୬ ଜିଲ୍ଲାର ୪୪ ବ୍ଲକ ପ୍ରଭାବିତ :୪ମୃତ ।

ବନ୍ୟାରେ ୬ ଜିଲ୍ଲାର ୪୪ ବ୍ଲକ ପ୍ରଭାବିତ ।

ଏନେଇ SRCଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ହେଲା ସୂଚନା ।

ବାଲେଶ୍ବରର ୧୨, ଭଦ୍ରକର ୫, ଢେଙ୍କାନାଳର ୮ଟି ବ୍ଲକ ପ୍ରଭାବିତ ।

ଯାଜପୁରର ୩, ମୟୂରଭଞ୍ଜର ୧୩, ସମ୍ବଲପୁରର  ୩ ବ୍ଲକ୍‌ ପ୍ରଭାବିତ ।

ମୋଟ ୨୩୩ ପଞ୍ଚାୟତର ୭୪୮ ଗାଁ ପ୍ରଭାବିତ ନେଇ ସୂଚନା ।

୨ ଲକ୍ଷ ୩ ହଜାରରୁ ଅଧିକ ଲୋକ କ୍ଷତିଗ୍ରସ୍ତ ।

ଢେଙ୍କାନଳ ଜିଲ୍ଲାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ।

ପ୍ରାୟ ୨୮ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି ।


ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS