BREAKING
Loading...
:

ଏଣିକି ତୃତୀୟରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ଦେବେ ବର୍ଷକୁ ୪ଟି ପରୀକ୍ଷା

 ଏଣିକି ତୃତୀୟରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ଦେବେ ବର୍ଷକୁ ୪ଟି ପରୀକ୍ଷା



ତୃତୀୟରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ଏଣିକି ବର୍ଷକୁ ୪ଟି ପରୀକ୍ଷା ଦେବାକୁ ହେବ । ପୂର୍ବରୁ ବର୍ଷକୁ ଦୁଇଟି ପରୀକ୍ଷା ହେଉଥିବା ବେଳେ ବର୍ତ୍ତମାନ ଚାରୋଟି ପରୀକ୍ଷା ହେବ । ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଏପ୍ରିଲରୁ ସେପ୍ଟେମ୍ବର ମାସ ମଧ୍ୟରେ ଦୁଇଟି ଓ ଅକ୍ଟୋବରରୁ ମାର୍ଚ୍ଚ ମାସ ମଧ୍ୟରେ ଆଉ ଦୁଇଟି ପରୀକ୍ଷା ହେବ ।


ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏ ନେଇ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛି । ତୁରନ୍ତ ଏହାକୁ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS