BREAKING
Loading...
:

ବଙ୍ଗୋପସାଗରରେ ସୃଷ୍ଟିହେଲା ଲଘୁଚାପ ।

 



ବଙ୍ଗୋପସାଗରରେ ସୃଷ୍ଟିହେଲା ଲଘୁଚାପ ।

ଉତ୍ତର ଓଡ଼ିଶା-ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ।

ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ ।

ସକାଳ ୫.୩୦ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ପାଣିପାଗ କେନ୍ଦ୍ରର ସୂଚନା ।


ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS