ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ଟଙ୍କା ।
ରାକ୍ଷୀପୂର୍ଣ୍ଣିମାରେ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା ।
ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ।
ଜୁଲାଇ ୨୫ରୁ ଜିଲ୍ଲାରୁ ଯେଉଁମାନଙ୍କ ନାଁ ଆସିଥିବ ସେମାନଙ୍କୁ ବି ମିଳିବ ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
Post a Comment