ପୁଣି ଲଘୁଚାପ ସମ୍ଭାବନା
-୨୪ ଘଣ୍ଟା ମଧ୍ୟରେ ପୁଣି ଲଘୁଚାପ ସୃଷ୍ଟି ସମ୍ଭାବନା ।
-ଉତ୍ତର ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗରେ ଘୂର୍ଣ୍ଣିବଳୟ ସକ୍ରିୟ ।
-ତତ୍-ସଂଲଗ୍ନ ବାଂଲାଦେଶ ଉପକୂଳସ୍ଥ ସମୁଦ୍ର ଅଞ୍ଚଳରେ ସକ୍ରିୟ ।
-ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସମ୍ଭାବନା ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
إرسال تعليق