ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ।
ଶ୍ରାବଣ ପ୍ରଥମ ସୋମବାରରେ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ।
ପୂଜାପଣ୍ଡା ସେବାୟତ-ବଡୁ ସେବାୟତଙ୍କ ବିବାଦରୁ ନୀତିକାନ୍ତି ବନ୍ଦ ।
ଟଙ୍କା ଭାଗବଣ୍ଟାକୁ ନେଇ ଉଭୟ ପକ୍ଷ ମଧ୍ୟରେ ବିବାଦ ସୂଚନା
ଶ୍ରାବଣ ସୋମବାର ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ। ଶ୍ରାବଣ ଟଙ୍କା ଭାଗବଣ୍ଟାକୁ ନେଇ ବିବାଦ। ପୂଜା ପଣ୍ଡା ସେବାୟତ ଓ ବଡୁ ସେବାୟତଙ୍କ ମଧ୍ୟରେ ବିବାଦ ପାଇଁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଛି ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


إرسال تعليق