*ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ପ୍ରବେଶ*
ଆଣ୍ଡାମାନ ସାଗର ଭିତରକୁ ପ୍ରବେଶ କଲା ସକ୍ରିୟ ଘୂର୍ଣ୍ଣିବଳୟ ।
ଉତ୍ତର ଥାଇଲ୍ୟାଣ୍ଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପଶ୍ଚିମ ଦିଗ ମୁହାଁ ।
ଉତ୍ତର ଆଣ୍ଡାମାନ ସାଗର ଓ ଆଖପାଖ ଅଞ୍ଚଳରେ ପ୍ରବେଶ ।
ଆଜି ଅର୍ଥାର୍ ୧୯ ତାରିଖ ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ।
କ୍ରମଶଃ ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି ।
ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼େ ଅଗ୍ରସର ସମ୍ଭାବନା ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


إرسال تعليق