*ମାର୍ଚ୍ଚ ଏପ୍ରିଲରେ ପଞ୍ଚାୟତ ଭୋଟ୍’*
ଆସନ୍ତା ମାର୍ଚ୍ଚ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ହୋଇପାରେ ପଞ୍ଚାୟତ ନିର୍ବାଚନ ।
ସୂଚନା ଦେଲେ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ ।
ଏନେଇ କମିଶନ ଜୋରସୋରରେ ପ୍ରସ୍ତୁତି ଚଳାଇଥିବା ଓଟିଭିକୁ ଦେଲେ ସୂଚନା ।
ପଞ୍ଚାୟତ ନିର୍ବାଚନ ପାଇଁ ସ୍ବତନ୍ତ୍ର ଭୋଟର ତାଲିକା ପ୍ରସ୍ତୁତ କରାଯିବ ।
ଅକ୍ଟୋବର ୨୪ରୁ ନଭେମ୍ବର ୭ ଯାଏ ଘରକୁ ଘର ସର୍ଭେ କରାଯିବ ।
ସର୍ଭେ ପରେ ଭୋଟର ତାଲିକା ନେଇ ଆପତ୍ତି ଅଭିଯୋଗ ଗ୍ରହଣ କରାଯିବ ।
ଫେବ୍ରୁଆରୀ ଦ୍ବିତୀୟ ସପ୍ତାହ ସୁଦ୍ଧା ଚୁଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ ।
ବର୍ତ୍ତମାନ ଜନଗଣନା ପ୍ରକ୍ରିୟା ଚାଲିଥିବାରୁ ଏହା ସରିବା ପରେ ଘୋଷଣା ।
ଅର୍ଥାତ ମାର୍ଚ୍ଚ ୫ପରେ ନିର୍ବାଚନ ତାରିଖ ଘୋଷଣା ହୋଇପାରେ ।
ବର୍ତ୍ତମାନ ପଞ୍ଚାୟଗୁଡ଼ିକର ଅବଧି ଫେବ୍ରୁଆରୀରେ ସରୁଛି ।
ଜନଗଣନା ପାଇଁ ପଞ୍ଚାୟତ ନିର୍ବାଚନ ମାସେ ବିଳମ୍ବ ହେବ ।
ପଞ୍ଚାୟତ ନିର୍ବାଚନ ସରିବାର ପ୍ରାୟ ମାସେ ପରେ ପୌର ନିର୍ବାଚନ ହେବ ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


إرسال تعليق