BREAKING
Loading...
:

ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ

 



ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ।

ଆଜି ସାରା ଦେଶରେ ବ୍ୟାଙ୍କ କର୍ମଚାରୀଙ୍କ ଦିନିକିଆ ଧର୍ମଘଟ ।

ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ୍‌ ପକ୍ଷରୁ ଧର୍ମଘଟ ।

ସପ୍ତାହରେ ୫ଦିନିଆ କାର୍ଯ୍ୟ ସମେତ ୩ ଦଫା ଦାବିରେ ଧର୍ମଘଟ ।

ରା‌ଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକରେ ମୁଖ୍ୟତଃ ୪ ଦିନ ସେବା ପ୍ରଭାବିତ ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS