الصفحة الرئيسية ୧୧ ବେଳକୁ ଲଘୁଚାପ Debi Prasad Dash سبتمبر 09, 2026 0 *୧୧ ବେଳକୁ ଲଘୁଚାପ !*ଆସନ୍ତା ୧୧ ତାରିଖ ବେଳକୁ ଆଉ ଏକ ଲଘୁଚାପ ସମ୍ଭାବନା.ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ।ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ପ୍ରଭାବ ସମ୍ଭାବନା ।ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
إرسال تعليق