*ନୂଆଁଖାଇ ପାଇଁ ଶୁଭଲଗ୍ନ ଧାର୍ଯ୍ୟ*
ସମ୍ବଲପୁର: ସେପ୍ଟମ୍ବର ୧୫ରେ ନୂଆଁଖାଇ ପାଇଁ ଶୁଭଲଗ୍ନ ଧାର୍ଯ୍ୟ ।
ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲାଗି ହେବ ନବାନ୍ନ ।
ମା' ସମଲେଶ୍ୱରୀଙ୍କ ଠାରେ ଲାଗି ହେବ ନବାନ୍ନ ।
ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ଶୁଭ ଲଗ୍ନ ଧାର୍ଯ୍ୟ ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
إرسال تعليق