BREAKING
Loading...
:

ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ !

 



ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ !

ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ କୁକୁଡାଖଣ୍ଡି ଗ୍ରାମରେ ଜଣେ ଯୁବକକୁ ଖଣ୍ଡାରେ ଆକ୍ରମଣ ହୋଇଥିବା ସୂଚନା l ଆହତ ଯୁବକ କୁକୁଡାଖଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଥିବା ବେଳେ ସଦର ଥାନା ଅଧିକାରୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ଥିବା ବେଳେ ଘଟଣା ସ୍ଥଳରେ ପୋଲିସ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି । ତେବେ ଆକ୍ରମଣର କାରଣ ଅସ୍ପଷ୍ଟ ରହିଥିବା ଜଣାପଡିଛି।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS