ଭିଜିଲାନ୍ସ ପଞ୍ଝାରେ ଡ୍ରେନେଜ୍ ଏଷ୍ଟିମେଟର ।
କେନ୍ଦ୍ରାପଡା: ଭିଜିଲାନ୍ସ ପଞ୍ଝାରେ ଡ୍ରେନେଜ୍ ଏଷ୍ଟିମେଟର ଅନୁପମା ସାହୁ ।
୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ନେଇ ଯିବା ବେଳେ ମାଡ଼ିବସିଲା ଭିଜିଲାନ୍ସ ।
ଏନ୍ଏଚ୍ -୫୩ ମାର୍ଶାଘାଇ କ୍ରସିଂ ଛକରୁ ଧରାପଡ଼ିଲେ ।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୩ଟି ସ୍ଥାନରେ ରେଡ୍ ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


إرسال تعليق