*ଲକ୍ଷେ ନେଉଥିଲେ, ମାଡ଼ି ବସିଲା ଭିଜିଲାନ୍ସ*
*ଫୁଲନଖରା ଡେପୁଟି ଫରେଷ୍ଟ ରେଞ୍ଜର ମୌସୁମୀ ବେହେରା ଧରାପଡ଼ିଲେ*
*ଜଣେ ଷ୍ଟାଫଙ୍କ ଠାରୁ ୧ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ*
*ବୃକ୍ଷରୋପଣ ସଂପର୍କିତ ବିଲ୍ ପାସ୍ କରିବାକୁ ଲାଞ୍ଚ ନେଉଥିଲେ*
ଡ଼ ପ୍ରଦୀପ୍ତ କୁମାର ମିଶ୍ର ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
إرسال تعليق