BREAKING
Loading...
:

ସରକାରୀ ଅଧିକାରୀଙ୍କ ଛୁଟି ବାତିଲ୍ ।

 



ସରକାରୀ ଅଧିକାରୀଙ୍କ ଛୁଟି ବାତିଲ୍ ।

ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ରାଜସ୍ୱ ମନ୍ତ୍ରୀଙ୍କ ସୂଚନା ।

୨୬ରୁ ବର୍ଷା ହେବ, ୨୭ ତାରିଖ ପାଇଁ ୩ ଜିଲ୍ଲାକୁ ରେଡ୍ ଆଲର୍ଟ ।

ପୁରୀ, ଗଞ୍ଜାମ, ଗଜପତି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ।

ଅବପାତ କେଉଁଠି ଲ୍ୟାଣ୍ଡଫଲ୍‌ କରିବ IMD ସ୍ପଷ୍ଟ କରିନାହିଁ ।

ଆକଳନ ଅନୁସାରେ କାକିନାଡ଼ା-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ,

ଓଡ଼ିଶା ଅତିକ୍ରମ କରି ଛତିଶଗଡ଼ ଦେଇ ଝାଡ଼ଖଣ୍ଡ ଯିବ ।

ସରକାରୀ ଅଧିକାରୀଙ୍କ ଛୁଟି ବାତିଲ୍ କରାଯାଇଛି,

ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।

କାଲି ଛୁଟି ଥିଲେ ବି ସମସ୍ତେ ପ୍ରସ୍ତୁତି କାର୍ଯ୍ୟକ୍ରମରେ ଯୋଗଦେବେ ।

କାଲି ସକାଳ ସୁଦ୍ଧା ସମୁଦ୍ରରୁ ଫେରି ଆସିବାକୁ ମତ୍ସ୍ୟଜୀବୀଙ୍କୁ କୁହାଯାଇଛି ।

ରିଲିଫ୍ ଓ ବାତ୍ୟା ଆଶ୍ରୟ ସ୍ଥଳ ପ୍ରସ୍ତୁତ ରଖିବାକୁ କହିଛୁ ।

ଓଡ୍ରାଫ୍ ଓ NDRF ଟିମ୍ ସଜାଗ ଅଛନ୍ତି- ରାଜସ୍ବ ମନ୍ତ୍ରୀ ।

ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ, ଆଦୌ ବିଚଳିତ ହୁଅନ୍ତୁନି ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS