BREAKING
Loading...
:

୧୩ ବେଳକୁ ଲଘୁଚାପ

 *୧୩ ବେଳକୁ ଲଘୁଚାପ !*



ଆସନ୍ତା ୧୩ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା.।

ଥାଇଲ୍ୟାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ।

୧୧ ତାରିଖ ବେଳକୁ ଏହା ଆଣ୍ଡାମାନ ସାଗର ମଧ୍ୟକୁ ପ୍ରବେଶ କରିବ ।

ପ୍ରଭାବରେ ୧୩ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ।

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS