BREAKING
Loading...
:

ଶ୍ରୀମନ୍ଦିରରେ ହବିଷ୍ୟାଳିଙ୍କ ଦର୍ଶନ ବନ୍ଦ

 



-ଶ୍ରୀମନ୍ଦିରରେ ହବିଷ୍ୟାଳିଙ୍କ ଦର୍ଶନ ବନ୍ଦ

-ଆସନ୍ତାକାଲିଠାରୁ ତିନିଦିନ ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ

-ବାତ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନର ନିଷ୍ପତ୍ତି

-ଶ୍ରୀଗୁଣ୍ଡିଚା ମନ୍ଦିରରେ ମଧ୍ୟ ଦର୍ଶନ ବନ୍ଦ 

-ପୁରୀ ଅସ୍ତରଙ୍ଗ, ଚନ୍ଦ୍ରଭାଗା ସମୁଦ୍ର କୂଳକୁ ପର୍ଯ୍ୟଟକଙ୍କୁ ବାରଣ l

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS