BREAKING
Loading...
:

ନ୍ୟାୟିକ ହେପାଜତରେ ୪୮ ଘଣ୍ଟାରୁ ଅଧିକ ରହିଲେ ସରକାରୀ କର୍ମଚାରୀ ସ୍ୱତଃ ନିଲମ୍ବିତ; ସୁପ୍ରିମକୋର୍ଟଙ୍କ ବଡ଼ ଆଦେଶ

 ନ୍ୟାୟିକ ହେପାଜତରେ ୪୮ ଘଣ୍ଟାରୁ ଅଧିକ ରହିଲେ ସରକାରୀ କର୍ମଚାରୀ ସ୍ୱତଃ ନିଲମ୍ବିତ; ସୁପ୍ରିମକୋର୍ଟଙ୍କ ବଡ଼ ଆଦେଶ



ସୁପ୍ରିମକୋର୍ଟ ସୋମବାର ସରକାରୀ କର୍ମଚାରୀଙ୍କ ନିଲମ୍ୱନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । ସର୍ବୋଚ୍ଚ ଅଦାଲତ କହିଛନ୍ତି, ଯଦି କୌଣସି ସରକାରୀ କର୍ମଚାରୀ ଗିରଫ ହେବା ପରେ ୪୮ ଘଣ୍ଟାରୁ ଅଧିକ ସମୟ ନ୍ୟାୟିକ ହେପାଜତରେ ରୁହନ୍ତି, ତେବେ ତାଙ୍କୁ ସ୍ୱତଃ ନିଲମ୍ବିତ ବୋଲି ଧରାଯିବ । ଏଥିପାଇଁ ସରକାରଙ୍କ ପକ୍ଷରୁ କୌଣସି ନିଲମ୍ବନ ଆଦେଶ ଜାରି କରିବାର ଆବଶ୍ୟକତା ନାହିଁ ।


ଜଷ୍ଟିସ୍ ଜେ.ବି.ପାରଦୀୱାଲା ଏବଂ ଜଷ୍ଟିସ୍ ମନମୋହନଙ୍କ ଖଣ୍ଡପୀଠ ବିହାରର ସମସ୍ତିପୁର ସଦର ହସ୍ପିଟାଲର ପ୍ରଶାସକ ବିଶ୍ୱଜିତ ସିଂହଙ୍କ ଜାମିନ ମାମଲାର ଶୁଣାଣି ସମୟରେ ଏହି ଟିପ୍ପଣୀ ଦେଇଛନ୍ତି ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS