BREAKING
Loading...
:

୧୪ରେ ମିଳିବ ପ୍ରଧାନମନ୍ତ୍ରୀ ଆବାସଘର

 



୧୪ରେ ମିଳିବ ପ୍ରଧାନମନ୍ତ୍ରୀ ଆବାସଘର ।

ଆସନ୍ତା ୧୪ରେ ମିଳିବ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପକ୍କା ଘର ।

ଏ ନେଇ ସୂଚନା ଦେଲେ ପଞ୍ଚାୟତିରାଜ ବିଭାଗ ମନ୍ତ୍ରୀ ରବି ନାରାୟଣ ନାଏକ ।

ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟରେ କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ବାଣ୍ଟିବେ ।

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉପସ୍ଥିତ ରହିବେ କହିଲେ ପଞ୍ଚାୟତିରାଜ ମନ୍ତ୍ରୀ ।

ରାଜ୍ୟର ପ୍ରତି ଜିଲ୍ଳା, ବ୍ଲକ ଓ ପଞ୍ଚାୟତରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।

ଆବାସ ଯୋଜନାରେ ୪ ଲକ୍ଷ ଓ ଅନ୍ତ୍ୟୋଦୟ ଯୋଜନାରେ ୫ ଲକ୍ଷ ଘର ମିଳିଛି ।

୧୪ରେ ଅତିରିକ୍ତ ୨ ଲକ୍ଷ ୯୧  ହଜାର ୬୬୬ ଘର ଆବଣ୍ଟନ କରାଯିବ ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS