BREAKING
Loading...
:

ଆମେରିକା ନିର୍ବାଚନ; ଟ୍ରମ୍ପଙ୍କୁ ଝଟ୍‌କା ।

 



ଆମେରିକା ନିର୍ବାଚନ; ଟ୍ରମ୍ପଙ୍କୁ ଝଟ୍‌କା ।

ଆମେରିକାରେ ମଧ୍ୟବର୍ତ୍ତୀକାଳୀନ ନିର୍ବାଚନରେ ଟ୍ରମ୍ପଙ୍କୁ ଝଟ୍‌କା ।

ରିପବ୍ଲିକାନ୍ ପାର୍ଟିକୁ ହରାଇ ଡେମୋକ୍ରାଟିକ୍ ପାର୍ଟି ବିଜୟ।

୫୧ ଆସନ ହାତେଇବା ସହ ଡେମୋକ୍ରାଟିକ୍ ପାର୍ଟିକୁ ବହୁମତ ।

ମୋଟ୍‌ ୧୦୦ ଆସନ ମଧ୍ୟରୁ ଡେମୋକ୍ରାଟିକ୍ ପାର୍ଟିକୁ ମିଳିଲା ୫୧ ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS