BREAKING
Loading...
:

ବାତିଲ ହେଲା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ

 ବାତିଲ ହେଲା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ



ବାତିଲ ହେଲା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ। ଆସନ୍ତା ୨୯ ତାରିଖରେ ଅମିତ ଶାହ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ଥିବାବେଳେ ଏବେ ଏହି ଗସ୍ତ ବାତିଲ ହୋଇଥିବା ସୂଚନା ମିଳିଛି। ଏହା ପୂର୍ବରୁ ନଭେମ୍ବର ୨୮ ଓ ୨୯ ତାରିଖରେ ଅମିତ ଶାହ ଓଡ଼ିଶା ଗସ୍ତରେ ଆସି ବଡମ୍ବା ଚିନିକଳର ଶୁଭ ଦେବା,  ଓଡ଼ିଶା ପୋଲିସକୁ 'ପ୍ରେସିଡେଣ୍ଟସ୍ ପୋଲିସ କଲର' ପଦକ ପ୍ରଦାନ ଏବଂ ପୁରୀରେ ଜୋନାଲ କାଉନସିଲ୍ ବୈଠକରେ ଯୋଗଦେବା ନେଇ ଚର୍ଚ୍ଚା ହେଉଥିଲା।କିନ୍ତୁ କୌଣସି କାରଣରୁ ଶାହଙ୍କ ଗସ୍ତ ବାତିଲ ହୋଇଥିବା ସୂଚନା ମିଳିଛି।ତେବେ ଗସ୍ତ ବାତିଲର କାରଣ ଏବଂ ଏହାର ପରବର୍ତ୍ତୀ ତାରିଖ ସମ୍ପର୍କରେ ଆନୁଷ୍ଠାନିକ ଭାବରେ କୌଣସି ସୂଚନା ଦିଆଯାଇନାହିଁ ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS