BREAKING
Loading...
:

ଜଷ୍ଟିସ ବିଭୂପ୍ରସାଦରାଉତରାୟଙ୍କୁ ମୁଖ୍ୟ ବିଚାରପତି ଦାୟିତ୍ବ




 ଜଷ୍ଟିସ ବିଭୂପ୍ରସାଦରାଉତରାୟଙ୍କୁ ମୁଖ୍ୟ ବିଚାରପତି ଦାୟିତ୍ବ ।

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଦାୟିତ୍ବ ତୁଲାଇବେ ଜଷ୍ଟିସ ବିଭୂ ପ୍ରସାଦ ରାଉତରାୟ ।

ରାଷ୍ଟ୍ରପତିଙ୍କ ଦ୍ବାରା ନିଯୁକ୍ତି ଦାୟିତ୍ବ ନେଇ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ।

ଆସନ୍ତା ୧୬ ତାରିଖରେ ଦାୟିତ୍ବ ଗ୍ରହଣ କରିବେ ଜଷ୍ଟିସ ରାଉତରାୟ ।

ଆସନ୍ତା ୧୫ରେ ଅବସର ନେବେ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ହରିଶ ଟଣ୍ଡନ୍‌ ।

ଜଷ୍ଟିସ୍‌ ଟଣ୍ଡନଙ୍କ ଅବସର ପରେ ମୁଖ୍ୟ ବିଚାରପତି ଦାୟିତ୍ବ ତୁଲାଇବେ ଜଷ୍ଟିସ ବିଭୂ ପ୍ରସାଦ ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS