ଦୀପାବଳି ପାଳିବେନି ମୁଖ୍ୟମନ୍ତ୍ରୀ
ଦୀପାବଳି ପାଳିବେନି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ବିପର୍ଯ୍ୟୟ ପାଇଁ CMଙ୍କ ନିଷ୍ପତ୍ତି ।
ଚଳିତ ବର୍ଷ ମୁଖ୍ୟମନ୍ତ୍ରୀ ନିବାସରେ ହେବନି ଦୀପାବଳି ଉତ୍ସବ ,
ଉପହାର କିମ୍ବା ଫୁଲତୋଡ଼ା ନେଇ ନ ଆସିବାକୁ ଅନୁରୋଧ ।
ଦକ୍ଷିଣ ଓଡ଼ିଶାର ବନ୍ୟା ପ୍ରଭାବିତଙ୍କ ପ୍ରତି ସମ୍ବେଦନଶୀଳ ହେବାକୁ ଆହ୍ୱାନ ।
ବିପର୍ଯ୍ୟୟ ପ୍ରଭାବିତଙ୍କୁ ସହାୟତାର ହାତ ବଢ଼ାଇବାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


إرسال تعليق