BREAKING
Loading...
:

ଜଣିଆ ଆନ୍ତଃମନ୍ତ୍ରାଳୟ କେନ୍ଦ୍ରୀୟ ଟିମ୍ (IMCT) ଗଞ୍ଜାମ ଜିଲ୍ଲା ଗସ୍ତରେ

 



ବାତ୍ୟା ‘ଅର୍ଣ୍ଣବ’ ଜନିତ କ୍ଷୟକ୍ଷତିର ସ୍ଥଳୀୟ ଆକଳନ ପାଇଁ ୮ ଜଣିଆ ଆନ୍ତଃମନ୍ତ୍ରାଳୟ କେନ୍ଦ୍ରୀୟ ଟିମ୍ (IMCT) ଗଞ୍ଜାମ ଜିଲ୍ଲା ଗସ୍ତରେ ଆସି ପୁରୁଷୋତ୍ତମପୁର ବ୍ଲକ୍‌ର ଆଚୁଲି ଓ ହାଣ୍ଡିଘର ଗ୍ରାମ ସମେତ ହୀରାଧରବାଟି ଜଳସେଚନ ପ୍ରକଳ୍ପ ପରିଦର୍ଶନ କରିଥିଲେ। ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ,ଗଞ୍ଜାମ ଜିଲ୍ଲାପାଳଙ୍କ ଉପସ୍ଥିତିରେ ଟିମ୍ ନଦୀବନ୍ଧ, ଚାଷଜମି, ଉଠା ଜଳସେଚନ ପ୍ରକଳ୍ପ, ଗ୍ରାମ୍ୟ ରାସ୍ତା, ବିଦ୍ୟୁତ୍ ଖୁଣ୍ଟି ଓ ଉଦ୍ୟାନ କୃଷି ଫସଲର କ୍ଷୟକ୍ଷତି ସହ ଜଳସେଚନ ଭିତ୍ତିଭୂମିର ସ୍ଥିତି ଅନୁଧ୍ୟାନ କରିଥିଲେ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS